19.1 C
Bhubaneswar
Sunday, December 21, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୌମ୍ୟ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସୌମ୍ୟ ପଟ୍ଟନାୟକ

ଭୁବନେଶ୍ୱର : ସୋମବାର ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ଭେଟିଛନ୍ତି ପୂର୍ବତନ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ରାଜ୍ୟ ଅତିଥିଭବନରେ ସୌମ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ।  ରାଜ୍ୟରେ ନିଶା ନିବାରଣ ଅଭିଯାନ ନେଇ ସୌମ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ଜଣାଯାଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking