31.1 C
Bhubaneswar
Thursday, March 19, 2026
Homeଓଡିଶାମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ

ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର : ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ । ବିଜେପି ଘୋଷଣା କଲା ରାଜ୍ୟସଭା ପ୍ରାର୍ଥୀ । ତେବେ କିଏ ରାଜ୍ୟସଭା ପ୍ରାର୍ଥୀ ତାକୁ ନେଇ ଦ୍ୱନ୍ଦ ଲାଗି ରହିଥିବା ବେଳେ ଆଜି ବିଜେପି ମମତା ମହାନ୍ତ ନାଁରେ ମୋହର ମାରିଛନ୍ତି । ସୂଚନାଯୋଗ୍ୟ ଯେ, ମମତା ମହନ୍ତ ବିଜେଡି ଟିକେଟରୁ ରାଜ୍ୟସଭାକୁ ନିର୍ବାଚିତ ହେଇଥିଲେ । ହେଲେ ଗତ ମାସ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ସହିତ ବିଜେଡିକୁ ମଧ୍ୟ ବାଏ ବାଏ କହିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking