35.1 C
Bhubaneswar
Thursday, March 5, 2026
Homeଓଡିଶାପୁଣି ରିମାଣ୍ଡରେ ଗଲା ରାଜୁ ମଣ୍ଡଳ

ପୁଣି ରିମାଣ୍ଡରେ ଗଲା ରାଜୁ ମଣ୍ଡଳ

ଭୁବନେଶ୍ବର : ସିମ୍ ବକ୍ସ ମାମଲାରେ ଅଭିଯୁକ୍ତ ରାଜୁ ମଣ୍ଡଳକୁ କମିସନରେଟ୍ ପୁଲସ୍ ଆଉ ଦୁଇଦିନିଆ ରିମାଣ୍ଡରେ ନେଇଛି। ନିକଟରେ ରାଜୁକୁ ଝାରଖଣ୍ଡର ରାଞ୍ଚିକୁ ନେଇଥିଲା। ଭୁବନେଶ୍ୱର, କଟକ ପରେ ଝାରଖଣ୍ଡରେ ସିମ୍ ବକ୍ସ ରହିଛି ବୋଲି ତଦନ୍ତରୁ ଜଣାପଡ଼ିବା ପରେ ପୁଲିସ ତାକୁ ରାଞ୍ଚି ନେଇଥିଲା। ତଦନ୍ତକାରୀ ଟିମ୍ ସହିତ ଅଭିଯୁକ୍ତ ରାଜୁ ମଣ୍ଡଳକୁ ଝାରଖଣ୍ଡ ନିଆଯାଇଥିଲା। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଅସଦୁର ଜମାନକୁ ଗିରଫ କରିବା ପାଇଁ ଇଣ୍ଟରପୋଲର ସହାୟତା ନେଇଛି କମିସନରେଟ ପୁଲିସ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking