ପୁରୀ : ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀକୃଷ୍ଣ ଜନ୍ମ ନୀତି । ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଭୋଗ ଛେକ ପରେ ହେବ ନୀତି । ସ୍ୱତନ୍ତ୍ର ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୭ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ।