19.1 C
Bhubaneswar
Thursday, February 12, 2026
Homeଓଡିଶାକ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ

କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଗର୍ଜିଲା ଛାତ୍ର କଂଗ୍ରେସ । ଲୋୟର ପିଏମ୍‌ଜିରେ ଛାତ୍ର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ । ନଡିଆ ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ଫଟୋରେ ପାଣି ଢାଳିଲେ । ମୁଖ୍ୟମନ୍ତ୍ରୀ ନିଜକୁ ଜଗନ୍ନାଥ କହୁଛନ୍ତି । ଜଗନ୍ନାଥଙ୍କୁ ଅପମାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ତୁରନ୍ତ କ୍ଷମା ପ୍ରାର୍ଥନା କରନ୍ତୁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking