22.1 C
Bhubaneswar
Thursday, December 5, 2024
Homeଓଡିଶାଗ୍ରାହକଙ୍କୁ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ

ଗ୍ରାହକଙ୍କୁ ଠକିଛନ୍ତି ୩୭୦ ପେଟ୍ରୋଲ ପମ୍ପ

ଭୁବନେଶ୍ୱର : ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ୩୭୦ ପେଟ୍ରୋଲ ପମ୍ପ ଠକିଛନ୍ତି। ବୁଧବାର ବିଧାନସଭାରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ଉତ୍ତର ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ବର୍ଷକରେ ପ୍ରାୟ ୨,୮୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ଜଣାପଡିଛି । ଯାଞ୍ଚ ସମୟରେ ୩୭୦ ପେଟ୍ରୋଲ ପମ୍ପ ଠକିଥିବା ବେଳେ ୨୧୮୧ ବ୍ୟବସାୟୀ କମ୍ପ୍ୟୁଟର ଓଜନରେ, ୧୦୧ ବ୍ୟବସାୟୀ ବଟକରା ଓ ୯୫ ଜଣ ପଳାରେ ଠକୁଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking