31.1 C
Bhubaneswar
Friday, February 13, 2026
Homeଓଡିଶାବର୍ଷା ପାଇଁ ସ୍କୁଲ ବନ୍ଦ

ବର୍ଷା ପାଇଁ ସ୍କୁଲ ବନ୍ଦ

କୋରାପୁଟ : ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସମସ୍ତ ସ୍କୁଲ୍‌ ବନ୍ଦ ରହିବ। ଏହି ଦୁଇ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବାର ଥିବାରୁ ଉଭୟ ଜିଲ୍ଲାରେ ସ୍କୁଲ ଛୁଟି ରହିବ ବୋଲି ଘୋଷଣା କରିଛନ୍ତି ଜିଲ୍ଳାପାଳ। କୋରାପୁଟ ଜିଲ୍ଲାରେ ସମସ୍ତ ସ୍କୁଲ ସହ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର। ସେହିପରି ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏଥିସହ ବର୍ଷା ବେଳେ ଘରୁ ନ ବାହାରିବାକୁ ଏବଂ ନିଜ ନିଜର ପକ୍କା ଘର ନଚେତ୍ ଆଶ୍ରୟସ୍ଥଳରେ ରହିବାକୁ ଜିଲ୍ଲାପାଳ ପରାମର୍ଶ ଦେବା ସହ ଜିଲ୍ଲାର ସବୁ ବ୍ଲକରେ କଣ୍ଟ୍ରୋଲ ରୁମ୍ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking