26.1 C
Bhubaneswar
Wednesday, February 11, 2026
Homeଓଡିଶାବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ

ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାରି ବିଜ୍ଞପ୍ତି ଅନୁସାରେ..
୧) ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ଗଙ୍ଗାଧର ନାୟକଙ୍କୁ ହାଉସିଂ ନିର୍ଦ୍ଦେଶକ
୨) ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଆରାଧନା ଦାସଙ୍କୁ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି
୩) ହାଉସିଂ ନିର୍ଦ୍ଦେଶକ ବରିଷ୍ଠ ଓଏଏସ୍ ଅଫିସର ଦେବାଶୀଷ ସିଂହଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି
୪) ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଶିବନାରାୟଣ ସାହୁଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ
୫) ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଘାସିରାମ ମୁର୍ମୁଙ୍କୁ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking