17.1 C
Bhubaneswar
Tuesday, December 9, 2025
Homeଓଡିଶାଶୁଭାରମ୍ଭ ହେଲା ପିଏମ୍‌- ଉଷା କାର୍ଯ୍ୟକ୍ରମ

ଶୁଭାରମ୍ଭ ହେଲା ପିଏମ୍‌- ଉଷା କାର୍ଯ୍ୟକ୍ରମ

ଭୁବନେଶ୍ୱର : ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏହାର ଶୁଭାରମ୍ଭ କରିଛନ୍ତି। ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଉଚ୍ଚଶିକ୍ଷାରେ ଗୁଣାତ୍ମକ ମାନ ବୃଦ୍ଧି କରିବାରେ ‘ପିଏମ୍‌- ଉଷା’ ସହାୟକ ହେବା ସହ ପାଠ୍ୟକ୍ରମ ପ୍ରସ୍ତୁତି ଓ ଶିକ୍ଷକଙ୍କ ତାଲିମ ଉପରେ ଗୁରୁତ୍ୱ ଦିଆଯିବ। ଏଥିସହିତ ଦକ୍ଷତା ବିକାଶ, ଚାକିରି କ୍ଷେତ୍ରରେ ମଧ୍ୟ ଏହି ଅଭିଯାନ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking