29.6 C
Bhubaneswar
Monday, June 29, 2026
Homeଓଡିଶାକନିଷ୍ଠ କିରାଣୀକୁ ବାନ୍ଧିଲା ଭିଜିଲାନ୍ସ

କନିଷ୍ଠ କିରାଣୀକୁ ବାନ୍ଧିଲା ଭିଜିଲାନ୍ସ

ବାଲେଶ୍ବର : ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ କରିଥିଲା। ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ ଟିମ୍।
ଏହି ଚଢଉରେ ୨ ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର ଓ ୫ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ହୋିଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking