26.1 C
Bhubaneswar
Thursday, March 26, 2026
Homeଓଡିଶାଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା

ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଦନ୍ତା ହାତୀକୁ ଘଉଡ଼ାଉଥିବା ବେଳେ ଜଣେ ଯୁବକଙ୍କୁ ଶୁଣ୍ଢରେ କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୁଲୁକୁତା ଗ୍ରାମର ଗୋବିନ୍ଦ ମୁଣ୍ଡା।

ସ୍ଥାନୀୟ ଅଞ୍ଚଳରେ ହାତୀ ଆତଙ୍କ ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ରେଞ୍ଜ ଅନ୍ତର୍ଗତ କୁଲୁକୁତା ଗ୍ରାମରେ ଦୁଇ ଦିନ ଧରି ଏକ ଗୋଠଛଡ଼ା ଦନ୍ତାହାତୀ ଉତ୍ପାତ ଚଲେଇଥିବା ବେଳେ ବନବିଭାଗ ଓ ଗ୍ରାମବାସୀ ମିଳିତ ଘଉଡ଼ାଉଥିବା ବେଳେ ହାତୀଟି ବୁଲି ପଡ଼ି କୁଲୁକୁତା ଗ୍ରାମର ଗୋବିନ୍ଦ ମୁଣ୍ଡାଙ୍କୁ ଶୁଣ୍ଢରେ କଚାଡ଼ିଦେଇଥିଲା, ପରେ ସେ ଗୁରୁତର ହୋଇ ପଡ଼ିଥିବାରୁ ତାଙ୍କୁ ବନବିଭାଗ ସଙ୍ଗେ ସଙ୍ଗେ ବଣାଇ ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking