24.1 C
Bhubaneswar
Friday, February 13, 2026
Homeଓଡିଶାବିଧାନସଭା ମୁଲତବୀ

ବିଧାନସଭା ମୁଲତବୀ

ଭୁବନେଶ୍ୱର: ରେଭେନ୍ସା ନାମ ପରିବର୍ତ୍ତନ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତାବ ଦେବା ପରେ ଓଡ଼ିଶା ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି । ତେବେ ଏହାର ତାତି ଏବେ ବିଧାନସଭାରେ ଦେଖିବାକୁ ମିଳିଛି । ଗତକାଲି ରେଭେନ୍ସା ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ମୁହାଁମୁହିଁ ହୋଇଥିବାବେଳେ ଆଜି ଏହି ପ୍ରସଙ୍ଗକୁ ନେଇ ବିଜେଡି ପ୍ରବଳ ହଟ୍ଟଗୋଳ କରିଛି । ବିଜେଡି ବିଧାୟକମାନେ ବାଚସ୍ପତିଙ୍କ ପୋଡ଼ିୟମ ପାଖକୁ ଆସି ନାରାବାଜି କରିଛନ୍ତି ।  ଫଳରେ ବାଚସ୍ପତି ସୁରମା ପାଢ଼ୀ ଗୃହକାର୍ଯ୍ୟକୁ ୧୨.୩୦ ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ପୁରସ୍କାର

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking