26.1 C
Bhubaneswar
Wednesday, March 25, 2026
Homeଓଡିଶାପ୍ରମୋଦ ମ୍ୟାଥମେଟିକ ଆୱାର୍ଡ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ପ୍ରମୋଦ ମ୍ୟାଥମେଟିକ ଆୱାର୍ଡ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ଯାଜପୁର : ଯାଜପୁର ଜିଲ୍ଲା ବିଂଝାରପୁର ବ୍ଳକ ଉତ୍ତଙ୍ଗରା ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ପ୍ରମୋଦ ମ୍ୟାଥମେଟିକ ଆୱାର୍ଡ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ଓଝାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ବିଘ୍ନରାଜ କର ଯୋଗ ଦେଇ ଚଳିତବର୍ଷ ମ୍ୟାଟ୍ରିକ ପରୀକ୍ଷାରେ ଗଣିତରେ ରାଜ୍ୟ ସ୍ତରୀୟ ସର୍ବୋଚ୍ଚ ନମ୍ବର ରଖିଥିବା ଛାତ୍ରୀ ଲିପ୍ସା ପ୍ରିୟା ପାଣିଗ୍ରାହୀଙ୍କୁ ପ୍ରମୋଦ ମ୍ୟାଥମେଟିକ ଆୱାର୍ଡ ପ୍ରଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପୁରାତନ ପ୍ରଧାନ ଶିକ୍ଷକ ପ୍ରଭାତ କୁମାର ସାମଲ ମୋ ସ୍କୁଲ ଅଭିଯାନର ସଭାପତି ଉମେଶ କୁମାର ସାହୁ, ଝିଲି ରାଣୀ ଲେଙ୍କା ପ୍ରମୁଖ ଯୋଗ ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking