30.1 C
Bhubaneswar
Thursday, February 12, 2026
Homeଓଡିଶାକନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ

ଭୁବନେଶ୍ୱର: କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ପ୍ରସନ୍ନଙ୍କ ଭଞ୍ଜନଗର କୁଲାଡ଼ ସ୍ଥିତ ବାସଭବନ, ଭଞ୍ଜନଗରର ଆଖପାଖରେ ଥିବା ୬ଟି ସ୍ଥାନ ଓ ବ୍ରହ୍ମପୁରରେ ଥିବା ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପ୍ରସନ୍ନ ଆୟ ବର୍ହିଭୂତ ସମ୍ପତ୍ତି ଠୁଲ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି। ବ୍ରହ୍ମପୁର ଓ ଫୁଲବାଣୀର ଭିଜିଲାନ୍ସ କର୍ମଚାରୀମାନେ ଏହି ଚଢାଉରେ ସାମିଲ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking