28.1 C
Bhubaneswar
Thursday, September 19, 2024
Homeଓଡିଶାଭିଜିଲାନ୍ସ ଜାଲରେ ଆର୍‌ଆଇ ଓ ପିଅନ

ଭିଜିଲାନ୍ସ ଜାଲରେ ଆର୍‌ଆଇ ଓ ପିଅନ

ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଆର୍‌ଆଇ ଓ ପିଅନ । ସେମାନଙ୍କ ନାଁ ଯଥାକ୍ରମେ ବରୁଣ ଜେନା ଓ ବଳରାମ ସାହୁ । ଢେଙ୍କାନାଳ ସଦର ଆରଆଇ ଅଫିସରେ ସେମାନେ ନିଯୁକ୍ତ ହୋଇଛନ୍ତି ।

ଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ ଆରଆଇ ବରୁଣ ଜେନା । ଏନେଇ ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସରେ ଅଭିଯୋଗ କରିଥିଲେ । ଯୋଜନା ପ୍ରକାରେ ଅଭିଯୋଗକାରୀ ଆଜି ପିଅନ ବଳରାମ ସାହୁଙ୍କ ମାଧ୍ୟମରେ ଆରଆଇ ବରୁଣ ଜେନାଙ୍କୁ ୩୦ହଜାର ଟଙ୍କାର ଲାଞ୍ଚ ଅର୍ଥ ଦେଇଥିଲେ । ସେମାନେ ଏହି ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ସେମାନଙ୍କୁ ଧରିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking