28.1 C
Bhubaneswar
Friday, September 20, 2024
Homeଓଡିଶାସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ

ଭୁବନେଶ୍ୱର : ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ ସୂଚନା । ତାଳଚେର ଓ କନ୍ଧମାଳରେ ପାଇପଲାଇନରେ ଅଛି ମେଡିକାଲ କଲେଜ ।  ମେଡିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍ ରହିଛି । ଏଣିକି ଅବସରପ୍ରାପ୍ତ ଅଧ୍ୟାପକ ପଢାଇବେ ପାଠ । ଦେଶ ବାହାରେ ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ପାଠ ପଢାଇବେ । ଅନଲାଇନରେ ପାଠ ପଢାଇବେ ଅଧ୍ୟାପକ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking