22.1 C
Bhubaneswar
Friday, February 13, 2026
Homeଓଡିଶାସଡକ ଦୁର୍ଘଟଣା ; ୧୦ ଆହତ

ସଡକ ଦୁର୍ଘଟଣା ; ୧୦ ଆହତ

କଟକ : କଟକ ଏନ୍ଏଚ୍ ୧୬ ଭାଣପୁର ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରଲରକୁ ପଛରୁ ଧକ୍କା ଦେଲା ବସ୍‌। ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସମେତ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଏସସିବିରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ‘କୁନାଲ’ ନାମକ ଘରୋଇ ବସ୍ ସୁନ୍ଦରଗଡ଼ରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଭାଣପୁର ନିକଟରେ ଏକ ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସମେତ ୧୦ ଜଣ ଆହତ ହୋଇଛନ୍ତି। ପୁଲିସ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛି। ଏଥିସହ ବସକୁ ଜବତ କରି ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking