22.1 C
Bhubaneswar
Friday, February 13, 2026
Homeଓଡିଶାଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୬ ସପ୍ତାହ ପରେ ଆଜି ପୁଣି ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ଅହେତୁକ ଭିଡ଼କୁ ଦୃଷ୍ଟିରେ ରଖି କେବଳ ଅନଲାଇନରେ ପଞ୍ଜିକରଣ କରିଥିବା ଲୋକମାନେ ହିଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ପାରିବେ। ମୋଟ ହଜାରେ ଜଣ ଅନଲାଇନରେ ପଞ୍ଜିକରଣ କରିଛନ୍ତି। ଆଜି ସେମାନଙ୍କର ହିଁ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ସକାଳୁ ସକାଳୁ ଅଭିଯୋଗକାରୀଙ୍କ ଭିଡ଼ ଜମିଲାଣି।ଏହାବ୍ୟତୀତ ଆଜି ଯେଉଁମାନେ ଆସୁଛନ୍ତି ସେମାନେ ଅଣ ପଞ୍ଜିକୃତଙ୍କ ପାଇଁ ଖୋଲାଯାଇଥିବା କାଉଣ୍ଟରରେ ପଞ୍ଜିକରଣ କରାଇ ସ୍ୱୀକୃତି ନେଇପାରିବେ।ମାତ୍ର ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ସୁଯୋଗ ପାଇବେନି ଅଣପଞ୍ଜିକୃତ ଅଭିଯୋଗକାରୀ। ୬ ସପ୍ତାହ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking