24.1 C
Bhubaneswar
Saturday, December 27, 2025
Homeଓଡିଶାଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ

ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ

ଭୁବନେଶ୍ୱର : ଆନ୍ଦୋଳନରୁ ଓହରିଲେ କ୍ୟାପିଟାଲ ହସ୍ପିଟାଲ ସଫେଇ କର୍ମଚାରୀ  । ବୋନଓ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ । ୩ ଦିନ ପରେ ଆନ୍ଦୋଳନରୁ ଓହରିଲେ ସଫେଇ କର୍ମଚାରୀ । ଆନ୍ଦୋଳନ ପ୍ରତ୍ୟାହର ପରେ ହସ୍ପିଟାଲରେ ସଫେଇ କାର୍ଯ୍ୟ ସ୍ୱାଭାବିକ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking