27.1 C
Bhubaneswar
Saturday, September 28, 2024
Homeଓଡିଶାସୂର୍ଯ୍ୟମନ୍ଦିରରେ ଆଣ୍ଠୁଏ ଉଚ୍ଚର ବର୍ଷା ପାଣି

ସୂର୍ଯ୍ୟମନ୍ଦିରରେ ଆଣ୍ଠୁଏ ଉଚ୍ଚର ବର୍ଷା ପାଣି

କୋଣାର୍କ : ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ବର୍ଷା ପାଣି । ଫଳରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ପର୍ଯ୍ୟଟକ । ସୂଚନା ଅନୁଯାୟୀ, ବିଗତ ଦିନରେ ସାରା ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା । ଅନେକ ସ୍ଥାନରେ ଜମି ରହିଛି ବର୍ଷା ପାଣି । ଏଥିରୁ କୋଣାର୍କ ସୂର୍ଯ୍ୟ ମନ୍ଦିର ମଧ୍ୟ ବାଦ୍‌ ପଡିନାହିଁ । ଗୁରୁବାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିସରରେ ଆଣ୍ଠୁଏ ଉଚ୍ଚର ବର୍ଷା ପାଣି ଦେଖିବାକୁ ମିଳିଛି । ବର୍ଷା ପାଣିରେ ପଶି ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରୁଛନ୍ତି ପର୍ଯ୍ୟଟକ । ସଠିକ ଭାବେ ମନ୍ଦିର ପରିସରରୁ ବର୍ଷା ପାଣି ନିଷ୍କାସନ ହୋଇପାରୁ ନଥିବାରୁ ମନ୍ଦିର ଭିତରେ ଜମି ରହୁଛି ବର୍ଷା ପାଣି l

ଏହି ପାଠକୁ ପଢ଼ିବା ପାଇଁ ଏହି ଲିଙ୍କ୍‌ରେ କ୍ଲିକ୍ କରନ୍ତୁ..

ପୁରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking