22.1 C
Bhubaneswar
Friday, February 13, 2026
Homeଦେଶ ବିଦେଶପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୁଣେ ଗସ୍ତ ବାତିଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୁଣେ ଗସ୍ତ ବାତିଲ

ମୁମ୍ବାଇ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୁଣେ ଗସ୍ତ ବାତିଲ ହୋଇଛି। ମହାରାଷ୍ଟ୍ରରେ ପ୍ରବଳ ବର୍ଷା କାରଣରୁ କାର୍ୟ୍ୟକ୍ରମ ବାତିଲ କରିବାକୁ ପଡ଼ିଛି। ମହାରାଷ୍ଟ୍ରର ଅନେକ ସହରରେ ପ୍ରବଳ ବର୍ଷା ଯୋଗୁ ସ୍ଥିତି ଚିନ୍ତାଜନକ ହୋଇପଡ଼ିଛି। ରାସ୍ତାରେ ପାଣି ଭରି ରହିଥିବାରୁ ଜନଜୀବନ ପ୍ରଭାବିତ ହୋଇଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଗୁରୁବାର ରାଜ୍ୟ ଗସ୍ତ କରିବାର କାର୍ୟ୍ୟକ୍ରମ ଥିଲା। ସେଠାରେ ସେ ପୁଣେ ମେଟ୍ରୋ ଟ୍ରେନର ଶୁଭାରମ୍ଭ କରିବା ସହିତ ୨୨, ୬୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିବାର କାର୍ୟ୍ୟକ୍ରମ ଥିଲା। ତେବେ ବର୍ଷା ବିତ୍ପାତକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କୁ ଯାତ୍ରା ବାତିଲ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking