29.4 C
Bhubaneswar
Monday, June 29, 2026
Homeଓଡିଶାଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ମିଳିଥିବା ସୂଚନା ଅନୁସାରେ, ଶନିବାର ଅପରାହ୍ଣ ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ କ୍ୟାବିନେଟ୍ ବୈଠକ ବସିବ। ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking