27.1 C
Bhubaneswar
Monday, December 8, 2025
Homeଓଡିଶାନର୍ସିଂ କର୍ମଚାରୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅପିଲ

ନର୍ସିଂ କର୍ମଚାରୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର : ରାଜ୍ୟରେ ନର୍ସିଂ ଅଫିସରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଉପରେ ପ୍ରତିକ୍ରିୟା ରଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡା. ମୁକେଶ ମହାଲିଙ୍ଗ ନର୍ସିଂ ଅଫିସରଙ୍କୁ ଆନ୍ଦୋଳନରୁ ଓହରିଯିବାକୁ ଅନୁରୋଧ କରିଛନ୍ତି । ସରକାର ପ୍ରଥମ ଦଫାରେ ୧୦୨୨ ଜଣଙ୍କୁ ପ୍ରମୋଶନ ଦେଇଛନ୍ତି । ସେମାନଙ୍କ ଦାବି ପ୍ରତି ସରକାର ସକରାତ୍ମକ ବିଚାର କରୁଛନ୍ତି । ଏନେଇ ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରାଯାଇଛି । ଏନେଇ ଆଲୋଚନା ଓ ବିଚାରବିମର୍ଶ ଜାରି ରହିଛି । ସ୍ୱାସ୍ଥ୍ୟ ସେବାରେ ବ୍ୟାହତ ନକରି ଆନ୍ଦୋଳନରୁ ଓହରିଯିବାକୁ ନିବେଦନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking