33.1 C
Bhubaneswar
Sunday, September 29, 2024
Homeଦେଶ ବିଦେଶଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ସଫା, ହେଡ୍‌ କନଷ୍ଟେବଳ ସହିଦ

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ସଫା, ହେଡ୍‌ କନଷ୍ଟେବଳ ସହିଦ

ଜମ୍ମୁ-କଶ୍ମୀର : ଜମ୍ମୁ-କଶ୍ମୀରରେ ପୁଣି ଏନ୍‌କାଉଣ୍ଟର। ସେନା ଗୁଳିରେ ଟଳିଲେ ଦୁଇ ଆତଙ୍କବାଦୀ। ସେହିପରି ଅତଙ୍କବାଦୀଙ୍କ ସହ ମୁକାବିଲା ବେଳେ ଜଣେ ହେଡ୍‌ କନଷ୍ଟେବଳ ସହିଦ ହୋଇଛନ୍ତି।

ଜମ୍ମୁ-କଶ୍ମୀର କଠୁଆରେ ଶନିବାର ଘର ଭିତରେ କିଛି ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୂଚନା ମିଳିଥିଲା। ଏହାପରେ ପୁଲିସ ଓ ସେନା ପକ୍ଷରୁ ମିଳିତ ଅପରେସନ୍‌ ଆରମ୍ଭ ହୋଇଥିଲା। ଏହି ସମୟରେ କଠୁଆ ଜିଲ୍ଲାର କୋଗ-ମଣ୍ଡଳି ଗାଁରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ ସୁରକ୍ଷାକର୍ମୀ। ଆତଙ୍କବାଦୀଙ୍କ ସହ ମୁକାବିଲା ବେଳେ ପୁଲିସ ହେଡ୍ କନଷ୍ଟେବଳଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାସିର ଅହମ୍ମଦ। ଘଟଣାରେ ଜଣେ ଆସିଷ୍ଟାଣ୍ଟ ସବ୍-ଇନ୍ସପେକ୍ଟର ଏବଂ ଡେପୁଟୀ ଏସପି ଆହତ ହୋଇଛନ୍ତି। ଉଭୟଙ୍କ ଦେହରେ ଗୁଳି ବାଜିଛି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କହିଛନ୍ତି ଜମ୍ମୁର ଅତିରିକ୍ତ ପୁଲିସ୍ ଡିଜି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking