28.9 C
Bhubaneswar
Sunday, June 21, 2026
Homeଓଡିଶା୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଗତକାଲିଠୁ ସେ ଝାଡ଼ଖଣ୍ଡ ଗସ୍ତରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ଦିଲ୍ଲୀ ଗସ୍ତ କରିବେ। ରାଜ୍ୟକୁ ଅଧିକ ନିବେଶ ଆଣିବାକୁ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଗତକାଲିଠୁ ଝାଡ଼ଖଣ୍ଡ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଥମେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଗସ୍ତ କରିଥିଲେ। ଆଜି ସେ ଚାଇଁବାସାର କୋଲ୍ ହାନ୍ ଗସ୍ତ କରିଥିବା ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking