21.1 C
Bhubaneswar
Thursday, February 12, 2026
Homeଓଡିଶାନବୀନଙ୍କୁ ବିଜେପିର କଡା ଜବାବ

ନବୀନଙ୍କୁ ବିଜେପିର କଡା ଜବାବ

ଭୁବନେଶ୍ବର : ନବୀନଙ୍କୁ ବିଜେପିର କଡା ଜବାବ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ କଡ଼ା ପ୍ରତିକ୍ରିୟା ରଖିଛି ରାଜ୍ୟ ବିଜେପି। ରାଜ୍ୟ ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ ସୋସିଆଲ ମିଡିଆାରେ ଲେଖିଛନ୍ତି, ନବୀନଙ୍କ ବକ୍ତବ୍ୟରୁ ଜଣାପଡ଼ୁଛି, ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ନବୀନ ପଟ୍ଟନାୟକ୨୪ ବର୍ଷ ଶାସନରେ ଥିଲେ, କନ୍ଧମାଳ ଦଙ୍ଗା ବେଳେ କିଏ ମୁଖ୍ୟମନ୍ତ୍ରୀ ଥିଲେ ବୋଲି ସେ ପ୍ରଶ୍ନ କରିଛନ୍ତି। ୨୦୧୭ ଭଦ୍ରକ ଦଙ୍ଗା, ୨୦୨୧ ସମ୍ବଲପୁର ଅଶାନ୍ତ ବେଳେ କିଏ ଶାସନ କରୁଥିଲେ? ରାଜନୈତିକ ରୁଟି ସେକିବାକୁ ନବୀନ ସାଂପ୍ରଦାୟିକ ବୟାନବାଜି କରିବା ନିନ୍ଦନୀୟ। ଭଦ୍ରକ ଦଙ୍ଗାରେ ଗିରଫ ଅଭିଯୁକ୍ତଙ୍କ ଫଟୋ ବିଜେଡି ବିଧାୟକଙ୍କ ସହ ରହିଛି। କନ୍ଧମାଳ ଦଙ୍ଗାର ମୁଖ୍ୟ ଷଡ଼ଯନ୍ତ୍ରକାରୀଙ୍କୁ ନବୀନ ହିଁ ରାଜ୍ୟସଭା ସାଂସଦ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking