26.9 C
Bhubaneswar
Monday, October 7, 2024
Homeଓଡିଶାଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ

ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ

ବଲାଙ୍ଗୀର : ଲାଞ୍ଚ ନେବାବେଳେ ଭିଜିଲାନ୍ସ ନିର୍ବାହୀ ଯନ୍ତ୍ରୀଙ୍କୁ ଗିରଫ କରିଛି । ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏକ ବିଲ ପାସ ପାଇଁ ସେ ୪୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏନେଇ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ ତାଙ୍କୁ ଲାଞ୍ଚ ଟଙ୍କା ସହ ଧରିଥିଲା ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking