27.1 C
Bhubaneswar
Saturday, March 28, 2026
Homeଓଡିଶାରାସ୍ତା ଉପରେ ପଡ଼ିଛି କଟାମୁଣ୍ଡ

ରାସ୍ତା ଉପରେ ପଡ଼ିଛି କଟାମୁଣ୍ଡ

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ରାସ୍ତା ଉପରେ ପଡ଼ିଛି ଅର୍ଦ୍ଧଦଗ୍ଧ କଟାମୁଣ୍ଡ। ଆଜି ସକାଳେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଅର୍ଦ୍ଧଦଗ୍ଧ କଟାମୁଣ୍ଡ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କଟାମୁଣ୍ଡକୁ ଜବତ କରିଛି। ତେବେ କଟା ମୁଣ୍ଡଟି ଛୋଟ ପିଲାର ବୋଲି ଅନୁମାନ କରାଯାଉଛି। ତେବେ କେଉଁ ପରିସ୍ଥିତିରେ ଏକ ଶିଶୁର କଟାମୁଣ୍ଡ ସେଠାକୁ ଆସିଲା ତାହା ଜଣାପଡ଼ି ନାହିଁ। ପୁଲିସ ଓ ସାଇଣ୍ଟିଫିକ ଟିମ୍‌ ଘଟଣାର ତଦନ୍ତ କରୁଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking