23.1 C
Bhubaneswar
Saturday, February 14, 2026
Homeଦେଶ ବିଦେଶଫିଜିକ୍ସ ପାଇଁ ନୋବେଲ

ଫିଜିକ୍ସ ପାଇଁ ନୋବେଲ

ନୂଆଦିଲ୍ଲୀ : ଫିଜିକ୍ସରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ଫିଜିକ୍ସ ପାଇଁ ୨ ଜଣଙ୍କୁ ନୋବେଲ । ଜନ୍ ଜେ. ହୋପ୍‌ଫିଲ୍ଡ, ଜେଫ୍ରି ଇ.ହିଣ୍ଟନଙ୍କୁ ମିଳିଲା ନୋବେଲ । ପ୍ରଥମ ଥର ୧୯୦୧ରେ ନୋବେଲ୍‌ ପୁରସ୍କାର ଦିଆଯାଇଥିଲା। ୧୯୬୮ରେ ସ୍ୱିଡେନ୍‌ର ସେଣ୍ଟ୍ରାଲ ବ୍ୟାଙ୍କ୍‌ ଏଥିରେ ଆଉ ଏକ କାଟେଗୋରୀ ଇକୋନୋମିକ୍‌ ସାଇନ୍ସେସ୍‌କୁ ଯୋଡ଼ିଥିଲା। ନୋବେଲ ପୁରସ୍କାର ପାଇଥିବା ବ୍ୟକ୍ତିତ୍ୱଙ୍କୁ ଏକ ଡିପ୍ଲୋମା, ଏକ ମେଡାଲ୍‌ ସହ ୧୦ ମିଲିୟନ ସ୍ୱିଡିଶ୍‌ କ୍ରୋନା (ପାଖାପାଖି ୭୫୭୬୪୭୨୭ ଟଙ୍କା)ର ନଗଦ ରାଶି ପ୍ରଦାନ କରାଯାଇଥାଏ। ଏହି ପୁରସ୍କାର ଅଲ୍‌ଫ୍ରେଡ୍‌ ନୋବେଲ୍‌ଙ୍କ ପୁଣ୍ୟତିଥି ଅର୍ଥାତ୍‌ ଡିସେମ୍ବର ୧୦ରେ ପ୍ରଦାନ କରାଯାଏ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking