32.1 C
Bhubaneswar
Wednesday, October 16, 2024
Homeଓଡିଶାଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା

ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର : ହିତାଧିକାରୀଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା । ବାରିପଦାରୁ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମିଳିଲା ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା । ୩୫ ଲକ୍ଷରୁ ଊର୍ଦ୍ଧ୍ୱ ନୂଆ ହିତାଧିକାରୀଙ୍କୁ ଟଙ୍କା ପଠାଗଲା । ୧୭୫୦ କୋଟିର ଆର୍ଥିକ ସହାୟତା ଦିଆଗଲା । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ସାମିଲ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking