22.1 C
Bhubaneswar
Friday, February 13, 2026
Homeଓଡିଶାଭଦ୍ରକରୁ ହଟିଲା ଧାରା ୧୬୩

ଭଦ୍ରକରୁ ହଟିଲା ଧାରା ୧୬୩

ଭଦ୍ରକ : ଭଦ୍ରକରୁ ହଟିଛି ଧାରା ୧୬୩। ଧାମନଗର ଏନଏସି ଓ ଧୋବଲ ସହ ଆଖପାଖ ଅଞ୍ଚଳରୁ କଟକଣା ହଟିବା ନେଇ ଉପ-ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଏହି ସ୍ଥାନରେ ୧୬୩ ଧାରା ଜାରି କରାଯାଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୁଣା ବଜାର ଅଞ୍ଚଳ ଓ ଧାମନଗର ଦୋବୋଲରେ ୧୬୩ଧାରା ଜାରି କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking