32.1 C
Bhubaneswar
Wednesday, October 16, 2024
Homeଦେଶ ବିଦେଶନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ

ନୋଏଲ ଟାଟା ହେଲେ ଟାଟା ଟ୍ରଷ୍ଟର ଅଧ୍ୟକ୍ଷ

ମୁମ୍ବାଇ: ନୋଏଲ ଟାଟା ହୋଇଛନ୍ତି ଟାଟା ଟ୍ରଷ୍ଟର ଅଧ୍ୟକ୍ଷ। ରତନ ଟାଟାଙ୍କ ଦେହାନ୍ତ ପରେ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ବୁଧବାର ରତନ ଟାଟାଙ୍କ ଦେହାନ୍ତ ହୋଇଥିଲା। ଏହାପରେ କିଏ ତାଙ୍କ ୧୩ ଟି ଟ୍ରଷ୍ଟର ଅଧ୍ୟକ୍ଷ ହେବ ସେନେଇ କଳ୍ପନା-ଜଳ୍ପନା ଲାଗି ରହିଥିଲା। ଆଜି ନୋଏଲ ଟାଟାଙ୍କୁ ଟ୍ରଷ୍ଟ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking