33.1 C
Bhubaneswar
Wednesday, October 16, 2024
Homeଓଡିଶା୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ

୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ

ଭୁବନେଶ୍ୱର : ଆସନ୍ତା ୨୩ରେ ଓଡିଶା ଆସିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ। ବୁଧବାର ୧୦ଟାରେ ବାଙ୍ଗିରିପୋଷି ଷ୍ଟେସନ ପହଁଞ୍ଚିବେ। ୩ ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ବାଙ୍ଗିରିପୋଷି-ଗୋରୁମହଁଷିଆଣି, ଚକୁଲିଆଣି-ବୁଢ଼ିଆଣି, ବାଦାମପାହାଡ଼-କେନ୍ଦୁଝରଗଡ଼ ପ୍ରକଳ୍ପର ଶିଳାନ୍ୟାସ କରିବେ ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ। ସେହିପରି ଆସନ୍ତା ୨୪ ତାରିଖ ସକାଳେ ରାଷ୍ଟ୍ରପତି ପୁରୀ ଯିବେ । ସେଠାରୁ ଫେରି ଏକ ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମରେ ଯୋଗଦେବେ । ସେହିଦିନ ଭୁବନେଶ୍ୱର କୋର୍ଟ ଉଦଘାଟନ କାର୍ଯ୍ୟକ୍ରମରେ ରହିଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking