30.1 C
Bhubaneswar
Wednesday, February 11, 2026
Homeଓଡିଶାପୁରୀରେ ହବିଷ୍ୟାଳୀଙ୍କ ଆନ୍ଦୋଳନ

ପୁରୀରେ ହବିଷ୍ୟାଳୀଙ୍କ ଆନ୍ଦୋଳନ

ପୁରୀ: ପୁରୀରେ ହବିଷ୍ୟାଳୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।ବୃନ୍ଦାବତୀ ନିବାସ ସାମ୍ନାରେ ଏକାଧୀକ ହବିଷ୍ୟାଳି ଏକାଠି ହୋଇ ଆନ୍ଦୋଳନ କରିଛନ୍ତି। ପଞ୍ଜିକରଣ କରି ନଥିବା ହବିଷ୍ୟାଳିମାନେ ରହଣୀ ଦାବି କରି ଆନ୍ଦୋଳନ କରୁଛନ୍ତି। ଏନେଇ ଘଟଣାସ୍ଥଳରେ ଆନ୍ଦୋଳନକାରୀଙ୍କୁ ବୁଝାସୁଝା ପାଇଁ ଅତିରିକ୍ତ ଜିଲାପାଳ, ଉପଜିଲାପାଳ ପହଞ୍ଚିଛନ୍ତି। ଉପଜିଲାପାଳ କହିଛନ୍ତି, ପ୍ରଥମେ ପଞ୍ଜିକୃତ ହବିଷ୍ୟାଳିଙ୍କ ଲାଗି ବ୍ୟବସ୍ଥା କରାଯିବ। ଏହା ପରେ ସ୍ଥାନ ଫାଙ୍କା ରହିଲେ ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ଦିଆଯିବ। ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ ଗୁରୁବାରଠାରୁ ହବିଷ୍ୟାଳୀମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିବା ସହ ହବିଷ୍ୟାନ୍ନ ଗ୍ରହଣ କରିବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking