32.1 C
Bhubaneswar
Thursday, October 17, 2024
Homeଓଡିଶାଶ୍ରୀମନ୍ଦିରରେ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ପାଇଁ ମୋଦିଙ୍କୁ ଚିଠି

ଶ୍ରୀମନ୍ଦିରରେ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ପାଇଁ ମୋଦିଙ୍କୁ ଚିଠି

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପାଇଁ ମୋଦିଙ୍କୁ ଚିଠି ପ୍ରଦାନ । ଶ୍ରୀମନ୍ଦିରରେ ଗୁଆ ଘିଅରେ ମହାପ୍ରସାଦ ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ସୁଆର ମହାସୁଆର ସେବାୟତ ନିଯୋଗ । ଓମଫେଡ ପରିବର୍ତେ ଶୁଦ୍ଧ ଗୁଆଘିଅରେ ମହାପ୍ରସାଦ ପ୍ରସ୍ତୁତ ହେଉ ବୋଲି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଲେ ସେବାୟତ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅମ୍ବୃତମହୋଣି ଜମିରେ ଗାଇ ଫର୍ମ କରାଯାଉ ବୋଲି ଜଣେଇବା ସହ ମହାପ୍ରଭୁଙ୍କ ଗଚ୍ଛିତ ଗୋଶାଳା ଓ ଡାଏରୀ ଫାର୍ମ କରାଯିବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking