19.1 C
Bhubaneswar
Wednesday, February 11, 2026
Homeଓଡିଶାସିଡ଼ିରୁ ଖସି ଚାଲିଗଲା ଯୁବକଙ୍କ ଜୀବନ

ସିଡ଼ିରୁ ଖସି ଚାଲିଗଲା ଯୁବକଙ୍କ ଜୀବନ

ସୁବର୍ଣ୍ଣପୁର : ସିଡ଼ିରୁ ଓହ୍ଲାଉ ଥିବାବେଳେ ଖସିଗଲା ଯୁବକଙ୍କ ଗୋଡ଼। ତଳେ ପଡ଼ୁ ପଡ଼ୁ ଚାଲିଗଲା ତାଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଵିନିକା ଥାନା ଶଙ୍କରା ଗାଁର। ମୃତ ଯୁବକ ଜଣଙ୍କ ହେଲେ ବିଦ୍ୟାପତି ଭୁଏ। ଆଜି ସକାଳେ ବିଦ୍ୟାପତି ନିଜ ଘରର ସିଡିରୁ ତଳକୁ ଓହ୍ଲାଉଥିଲେ। ହଠାତ୍ ତାଙ୍କ ଗୋଡ଼ ଖସିଯାଇଥିଲା। ଯୁବକ ଜଣଙ୍କ ତଳେ ପଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବିଦ୍ୟାପତିଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking