32.1 C
Bhubaneswar
Monday, October 21, 2024
Homeଓଡିଶାଅନୁଚିନ୍ତା

ଅନୁଚିନ୍ତା

ମହତେ ଯାହା ଆଚରିବେ। ଇତରେ ତାହାହିଁ କରିବେ।
“ଯେଉଁମାନେ ପ୍ରଜାଙ୍କର ରକ୍ଷକ,ଶାସକ,ସମଦର୍ଶୀ ଓ ପରୋପକାରୀ,ସେମାନେ ପ୍ରଜାଙ୍କ ପ୍ରତି ବିଷମତା ପ୍ରଦର୍ଶନ କରିବା ଉଚିତ ନୁହେଁ।ସତ୍ ପୁରୁଷମାନେ ଯେପରି ଆଚରଣ ପ୍ରଦର୍ଶନ କରନ୍ତି,ସାଧାରଣ ଲୋକେ ତାହା ଦେଖି ସେହିପରି ଆଚରଣ କରିବା ଉଚିତ୍”।
ବ୍ୟସ୍ତ ଥିଲେ ମଧ୍ୟ ତାକୁ ସମୟ ଦିଅ ଯିଏ ତୁମକୁ ଦେଉଛି… ନହେଲେ ଦିନେ ତୁମ ପାଖରେ ସମୟ ତ ଥିବ କିନ୍ତୁ ସମୟ ଦେଲା ଵାଲା ନଥିବ।*
ନିଜର ଛାଇ ଯେଉଁଠି କଳା ସେଠି ରୂପର ଅହଙ୍କାର କରିବା ହାସ୍ୟାସ୍ପଦ କାରଣ ରୂପ ଦେଖି ମଣିଷ ଚିହ୍ନଟ କରାଯାଏ କିନ୍ତୁ ମଣିଷ ଚିହ୍ନି ହୁଏ ନାହିଁ।*
ଯଦି କେହି ପ୍ରଶଂସା କରୁଛି, ତୁରନ୍ତ ଖୁସି ହୋଇଯିବା ଆରମ୍ଭ କରନ୍ତୁ ନାହିଁ ମନେ ରଖନ୍ତୁ ପ୍ରଶଂସାର କରିବା ଅର୍ଥ ତାର ମତଲବ ରହିଛି।

ଦୁନିଆରେ ପରଦା ଆଗରେ ସ୍ନେହ,ତ୍ୟାଗ,କର୍ତ୍ତବ୍ୟ ର ପ୍ରତୁମୃର୍ତ୍ତି ହୋଇ ମାଆ ରହିଥାଏ….

କିନ୍ତୁ “ପରଦା ପଛରେ ରହି ସବୁ କିଛି ର କର୍ତ୍ତବ୍ୟ ସଠିକ୍ ଭାବରେ ତୁଲେଇ ଥିବା ମଣିଷ ଟି ହେଉଛନ୍ତି ଆମ ବାପା

ଅଦ୍ୟ ଅକ୍ଟୋବର ମାସ ୨୧ ତାରିଖ ୨୦୨୪ ମସିହା(ସୋମବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
କାର୍ତ୍ତିକମାସ- କୃଷ୍ଣପକ୍ଷ
ତିଥି- ପଞ୍ଚମୀ ରାତ୍ରି ଘ ୦୨/୨୪ ଗତେ ଷଷ୍ଠୀ
ନକ୍ଷତ୍ର- ରୋହିଣୀ ଦିବା ଘ୦୭/୨୦ ଗତେ ମୁର୍ଗଶିରା
ଚନ୍ଦ୍ର – ବୃଷ ରାତ୍ରି ଘ ୦୬/୫୧ ଗତେ ମିଥୁନ
ଯୋଗ- ବାରୀୟ।ନ୍
କରଣ – କୌଳବ
ସୌରମାସ- ତୁଳା ୦୫ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୮/୦୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୬/୪୬
*✧═════•❁❀
ଯୋଗିନୀ ଦକ୍ଷିଣେ ରାତ୍ରି ଘ ୦୨/୨୪ ଗତେ ପଶ୍ଚିମେ
ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କନ୍ୟା ରାଶିର ଘାତଚନ୍ଦ୍ର
ମିଥୁନ ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୭/୧୫ ଗତେ ଘ୦୮/୪୨ ମଧ୍ୟେ
ବାରବେଳା – ଦିବା ଘ୦୨/୨୦ ଗତେ ଘ ୦୩/୪୮ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୪ ମଧ୍ୟେ ଓ ଘ ୦୯/୦୦ ଗତେ ଘ୧୧/୨୫ମଧ୍ୟେ ଓ ରାତ୍ରି ଘ ୦୭/୩୮ ଗତେ ଘ୧୦/୫୧ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି
═✧*══•❁❀❁•═════✧
ଅଦ୍ୟ ବେଲ ଭକ୍ଷଣ ନିଷେଧ

✧═════•❁❀❁•═════
ମେଷ
:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
*✧═════•❁❀❁•═════
ବୃଷ
: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
*✧═════•❁❀❁•═════

ମିଥୁନ
: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
✧═════•❁❀❁•═════
କର୍କଟ
: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════˚
ସିଂହ
: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
*✧═════•❁❀❁•═════
କନ୍ୟା
: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
✧═════•❁❀❁•═════
ତୁଳା
: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════
ବିଛା
: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════
ଧନୁ
: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════
ମକର
: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
✧═════•❁❀❁•═════
କୁମ୍ଭ
: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
✧═════•❁❀❁•═════
ମୀନ
: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking