32.1 C
Bhubaneswar
Monday, October 21, 2024
Homeଓଡିଶାଘାଟିରେ ଓଲଟିଲା ବସ୍, ୨୦ ଆହତ

ଘାଟିରେ ଓଲଟିଲା ବସ୍, ୨୦ ଆହତ

ଗଜପତି: ଘାଟିରେ ଓଲଟିଲା ବସ୍, ୨୦ ଆହତ । ଗଜପତି ଜିଲ୍ଲା ମୋହନା ଥାନା ରାମଗଡ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ ଓ ଗୋଟିଏ ପିକ ଅପ ଭ୍ୟାନକୁ ଧକ୍କା ଦେଇ ରାସ୍ତାରେ ୨୦ ଫୁଟ ତଳକୁ ଓଲଟି ପଡିଛି ଏକ ଯାତ୍ରୀବାହୀ ବସ୍ । ଜଗନ୍ନାଥ ବସ୍ ରେ ଥିବା ୨୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ୬ ଜଣ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking