21.1 C
Bhubaneswar
Wednesday, February 4, 2026
Homeଓଡିଶାରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ

ରାଜ୍ୟ କ୍ୟାବିନେଟ୍‌ରେ ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି। ଏଥିରେ ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ ନିଷ୍ପତ୍ତି ହୋଇଛି। ଏହି ଯୋଜନାରୁ ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନର ସାନି ବିଚାର ପାଇଁ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୧ କୋଟି ୨ ଲକ୍ଷ ଆବେଦନ ଆସିଥିବାବେଳେ ୬୦ ଲକ୍ଷ ଆବେଦନକାରୀ ଟଙ୍କା ପାଇ ସାରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking