17.1 C
Bhubaneswar
Wednesday, February 11, 2026
Homeଦେଶ ବିଦେଶସଲମାନ ଖାନଙ୍କୁ ଧମକ ଦେଇଥିବା ଅଭିଯୁକ୍ତ ଗିରଫ

ସଲମାନ ଖାନଙ୍କୁ ଧମକ ଦେଇଥିବା ଅଭିଯୁକ୍ତ ଗିରଫ

ମୁମ୍ବାଇ: ଲରେନ୍ସ ବିଷ୍ଣୋଇ ନାଁରେ ସଲମାନ ଖାନଙ୍କୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ଗିରଫ କରିଛି ପୁଲିସ। ମୁମ୍ବାଇ ପୁଲିସ ଝାରଖଣ୍ଡର ଜାମଶେଦପୁରର ଅଭିଯୁକ୍ତଙ୍କୁ ଗିରଫ କରିଛି। ମୁମ୍ବାଇ ପୁଲିସର ସୂଚନାନୁସାରେ, ଗତ ସପ୍ତାହରେ ସଲମାନଙ୍କୁ ଧମକପୂର୍ଣ୍ଣ ମେସେଜ ଆସିଥିଲା। ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ସହ ବୁଝାମଣା କରିବା ପାଇଁ ୫ କୋଟି ଟଙ୍କା ମଗିଥିଲା ଅଭିଯୁକ୍ତ। ନଚେତ୍ ପରିଣାମ ଭୟଙ୍କର ହେବ ବୋଲି ଧମକ ମିଳିଥିଲା। ଏବେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଜାମଶେଦପୁରରୁ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଏହାପରେ ତାଙ୍କୁ ମୁମ୍ବାଇ ଅଣାଯିବା ନେଇ ସୂଚନା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking