23.9 C
Bhubaneswar
Thursday, October 24, 2024
Homeଓଡିଶା  ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

  ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ସାମ୍ଭାବ୍ୟ ବାତ୍ୟା ଦାନା ଓ ପରବର୍ତ୍ତୀ ସାହାର‌୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି  ଅକ୍ଟୋବର ୨୮ ତାରିଖରେ  ଭୁବନେଶ୍ୱର , ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ  କାର୍ଯ୍ୟକ୍ରମ ବନ୍ଦ ରହିବ ।  ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ସୂଚନା ଆସିଛି ।ଯେଉଁମାନେ ଅକ୍ଟୋବର ୨୮ ତାରିଖ ଦିନ  ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ  ପଞ୍ଜୀକରଣ କରିଥିଲେ ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁଣି ପଞ୍ଜୀକରଣ କରିବାର  ଆବଶ୍ୟକତା ନାହିଁ । ସେମାନଙ୍କ ପାଇଁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦ ପତ୍ର  ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking