25.1 C
Bhubaneswar
Friday, October 25, 2024
Homeରାଜନୀତିଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ

ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ

ବ୍ୟୁରୋ : ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ  । ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେପି । ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ  ରହିଛନ୍ତି । ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଜେ.ପି . ନଡ୍ଡା . ରାଜନାଥ ସିଂ ଅମିତ ଶାହ, ନୀତିନ ଗଡକାରୀ , ଶିବରାଜ ସିଂ ଚୌହାନ ତାଲିକାରେ ଅନ୍ତ୍ରଭୁକ୍ତ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking