25.1 C
Bhubaneswar
Friday, November 1, 2024
Homeଓଡିଶାନଭେମ୍ବର ୪ ଓ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ନଭେମ୍ବର ୪ ଓ ୧୧ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୪ ତାରିଖ (ସୋମବାର) ଏବଂ ନଭେମ୍ବର ୧୧ତାରିଖ (ସୋମବାର) ଦିନ ୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking