ରାଉଲକେଲା: ରାଉଲକେଲା ଅଞ୍ଚଳରୁ ଆସିଛି ଏକ ଦୁଃଖଦ ଖବର ଏନଆଇଟି କ୍ୱାର୍ଟସରୁ ଡାକ୍ତରଙ୍କ ଝୁଲନ୍ତା ଶବ ଉଦ୍ଧାର l ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ , ମୃତକ ଡାକ୍ତର ହେଉଛନ୍ତି ସନ୍ତୋଷ ହୁଗାର ବୟସ (୩୦)। ଘଟଣାସ୍ଥଳରେ ସେକ୍ଟର ୩ ପୁଲିସ ପହଞ୍ଚି ଶବ ଜବତ କରି ଘଟଣାର ତଦନ୍ତ ଚଳାଇଛି l ସନ୍ତୋଷ ଏନଆଇଟିରେ ମେଡିକାଲ ଅଧିକାରୀ ଭାବେ କାର୍ଯ୍ୟ କରୁଥିବା ନେଇ ସୂଚାନ ରହିଛି।