30 C
Bhubaneswar
Sunday, June 21, 2026
Homeଓଡିଶା୧୫ ରୁ ୨୪ ପର୍ଯ୍ୟନ୍ତ ଭୁବନେଶ୍ୱର ବାଲିଯାତ୍ରା

୧୫ ରୁ ୨୪ ପର୍ଯ୍ୟନ୍ତ ଭୁବନେଶ୍ୱର ବାଲିଯାତ୍ରା

ଭୁବନେଶ୍ୱର: ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ସମିତି ପକ୍ଷରୁ ସର୍କିଟ ହାଉସରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମ ଖୋର୍ଦ୍ଧା ଜିଲ୍ଲାପାଳ ସମେତ ବାଲିଯାତ୍ରା ସମିତିର ସମସ୍ତ କର୍ମକର୍ତ୍ତା ଓ ଆୟୋଜକ ଉପସ୍ଥିତ ଥିଲେ। ୧୫ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ବାଲିଯାତ୍ରା ଚାଲିବ। ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହେବ। ଭିଡ଼କୁ ଦୃଷ୍ଟିରେ ରଖି ସବୁ ପ୍ରକାର ବ୍ୟବସ୍ଥା କରାଯିବା ନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜିଲ୍ଲାପ୍ରଶାସନ ସମସ୍ତ ସହଯୋଗ କରିବା ନେଇ ପ୍ରତିଶୃତି ଦେଇଥିବା ବେଳେ ସୁରକ୍ଷା ବ୍ୟବସ୍ଥା କମିଶନରେଟ ପୁଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯିବା ନେଇ ସ୍ପଷ୍ଟ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking