26.1 C
Bhubaneswar
Friday, December 27, 2024
Homeଓଡିଶାସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ : ଆଇନ ମନ୍ତ୍ରୀ

ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟ : ଆଇନ ମନ୍ତ୍ରୀ

ବ୍ୟୁରୋ : ଲୋକଙ୍କ ଡୋର ଷ୍ଟେପରେ ପହଞ୍ଚିବ  ନ୍ୟାୟ ବ୍ୟବସ୍ଥା । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସବୁ ବ୍ଲକରେ ଗ୍ରାମ୍ୟ ନ୍ୟାୟାଳୟରେ ପ୍ରକ୍ରିୟା ଆରମ୍ଭ ହେବ । ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ପାଇଁ ଅନୁମତି ଦିଆଯାଇଛି । ପରେ ସମସ୍ତ ବ୍ଲକରେ ଖୋଲିବ ଗ୍ରାମ୍ୟ ନ୍ୟାୟାଳୟ ।  ଏଥିରେ ମଧ୍ୟସ୍ତତା ମାଧ୍ୟମରେ ମାମଲା ସମାଧାନ କରାଯିବ ।  ଗ୍ରାମ୍ୟ ନ୍ୟାୟାଳୟ ଖୋଲିଲେ  ମାମଲା ସଂଖ୍ୟା କମିଯିବ । ଆଇନ ବ୍ୟବସ୍ଥା ଉପରେ ଚାପ କମିଯିବ । ଯାହାଦ୍ୱାରା ସାଧାରଣ ଲୋକ ତ୍ୱରିତ ନ୍ୟାୟ ପାଇପାରିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking