27.1 C
Bhubaneswar
Sunday, March 22, 2026
Homeଓଡିଶାନାବାଳିକାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲେ ଇଆରଏସଏସ ଟିମ

ନାବାଳିକାଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲେ ଇଆରଏସଏସ ଟିମ

ବ୍ୟୁରୋ : ଯାଜପୁର ଟାଉନ୍ ଗଣେଶ୍ୱରପୁର ରୋଡ୍ ନିକଟରେ ଜଣେ ନାବାଳିକା ସାଇକେଲରେ ଯାଉଥିବାବେଳେ ଦୁର୍ଘଟଣାର ଶିକାର ହୋଇ ଅଚେତ ହୋଇ ରାସ୍ତା କଡରେ ପଡି ରହିଥିଲେ। ଘଟଣା ସମ୍ପର୍କରେ ଜଣେ ବ୍ୟକ୍ତି ୧୧୨ କୁ କଲ୍ କରି ଜଣାଇଥିଲେ।ଇଆରଏସଏସ କର୍ତ୍ତୃପକ୍ଷ ତୁରନ୍ତ ଘଟଣା ସମ୍ପର୍କରେ ସେଠାକାର ଜରୁରୀକାଳୀନ ସହାୟତା ବାହନ ସହ ଯୋଗାଯୋଗ କରିଥିଲେ।
ଇଆରଏସଏସ ଟିମ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking