ବ୍ୟୁରୋ : ଡିସେମ୍ବର ୩୧ ସୁଦ୍ଧା ଶିକ୍ଷାନୁଷ୍ଠାନକୁ ମିଳିବ ଜମି ପଟ୍ଟା । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଡିସେମ୍ବର ୩୧ ସୁଦ୍ଧା ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।