25.1 C
Bhubaneswar
Wednesday, February 11, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ପଦ୍ମ ବିଜେତାଙ୍କୁ ଏଣିକି ମାସିକ ୩୦ ହଜାର ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ପଦ୍ମ ବିଜେତାଙ୍କୁ ଏଣିକି ମାସିକ ୩୦ ହଜାର ଟଙ୍କା

-୫୫ ଜୀବିତ ବ୍ୟକ୍ତି ପାଇବେ ସମ୍ମାନ ସୂଚକ ସହାୟକ ରାଶି

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ଏଣିକି ମାସିକ ୩୦ ହଜାର ଟଙ୍କା। ତାହା ସମ୍ମାନ ସୂଚକ ଭାବେ ପ୍ରଦାନ କରାଯିବ । ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସେ କହିଛନ୍ତି ଯେ, ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking