34.1 C
Bhubaneswar
Sunday, February 22, 2026
Homeଅପରାଧନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା

ଭୁବନେଶ୍ଵର: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା। ଏୟାରପୋର୍ଟ ଥାନା ଅଞ୍ଚଳରେ ଥିବା ଏକ ନିଶା ନିବାରଣ କେନ୍ଦ୍ର ନାଁରେ ଏଭଳି ସଙ୍ଗୀନ୍ ଅଭିଯୋଗ ଆସିଛି। ନିଶା ଛଡାଇବାକୁ ଯାଇ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ୟୁନିଟ୍-୬ ଅଞ୍ଚଳର ବୋଲି ଜଣାପଡିଛି। ରବିବାର ଯୁବକ ଜଣଙ୍କୁ ନିଶା ନିବାରଣ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ଯୁବକଙ୍କ ଶରୀରରେ ମାଡ ଦାଗ ଥିବାରୁ ତାଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking